ଆସନ୍ତାକାଲି ବନ୍ଦ ରହିବ ଏସବିଆଇ ଇଣ୍ଟରନେଟ୍ ସେବା

ନୂଆଦିଲ୍ଲୀ: ଆସନ୍ତାକାଲି ସମଗ୍ର ଦେଶରେ ଏସ୍ବିଆଇର ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ସେବା ବନ୍ଦ ରହିବ। ଏ ନେଇ ବ୍ୟାଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନା ଅନୁଯାୟୀ ଏହାର ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ସେବା ଜୁଲାଇ ୪ ତାରିଖ ଦିନ ୨ ଘଣ୍ଟା ୨୫ ମିନିଟ୍ ପର୍ଯ୍ୟନ୍ତ ଉପଲବ୍ଧ ହେବ ନାହିଁ।ଏହି ଅବଧି ମଧ୍ୟରେ ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ସେବା / YONO / YONO Lite / UPI ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିବ ନାହିଁ। ଏ ନେଇ ଏସ୍ବିଆଇ ଅଫିସିଆଲ୍ ଟ୍ବିଟର ହାଣ୍ଡେଲ୍ରେ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

three × 3 =