ମାନସଙ୍କୁ ମିଳିଲା ରାଷ୍ଟ୍ରମନ୍ତ୍ରୀ ପାହ୍ୟା

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ରାଜ୍ୟ ସରକାରଙ୍କ ପରାମର୍ଶଦାତା ମାନସ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । ସେ ଗଣମାଧ୍ୟମ ଓ ଲୋକ ସଂପର୍କ ପରାମର୍ଶଦାତା ଭାବେ ଦାୟିତ୍ବ ତୁଲାଇବେ । ମାନସଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି ।

Share

Leave a Reply

Your email address will not be published. Required fields are marked *

20 − 2 =