ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ଅଜିତ ୱାଡେକରଙ୍କ ପରଲୋକ

ମୁମ୍ବାଇ: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ଅଜିତ ୱାଡେକରଙ୍କ ୭୭ ବର୍ଷ ବୟସରେ ମୁମ୍ବାଇର ଜସ୍‌ଲୋକ୍‌ରେ ପରଲୋକ ଘଟିଛି ା ଭାରତୀୟ କ୍ରିକେଟ୍‌ ଟିମ୍‌ରେ ସଫଳ ଅଧିନାୟକଙ୍କ ମଧ୍ୟରେ ତାଙ୍କୁ ଗଣତି କରାଯାଇଥାଏ ।୧୯୪୧, ଏପ୍ରିଲ ୧ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା ଏହି ମହାନ କ୍ରିକେଟ୍‌ର ଦେଶ ପାଇଁ ୧୯୬୬ରୁ ୧୯୭୪ ପର୍ଯ୍ୟନ୍ତ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ ଖେଳିଥିଲେ। ୧୯୫୮ରେ ସେ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିବା ଆରମ୍ଭ କରିଥିଲେ।ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‌ କରି ଶୋକ ପ୍ରକାଶ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

3 × 4 =