ଆଜି ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ରାଜ୍ୟର ଅନେକ ଜିଲ୍ଲାରେ ବନ୍ୟା ସୃଷ୍ଟି ହୋଇଛି । ପଶ୍ଚିମ ଓ ଉତ୍ତର ଓଡ଼ିଶା ରେ ବନ୍ୟା ଆସିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତିର ସମୀକ୍ଷା କରିବେ । ପୂର୍ବାହ୍ନ ୧୧ ଟାରେ ବରିଷ୍ଠ ଅଧିକାରୀଙ୍କ ସହ ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।

Share

Leave a Reply

Your email address will not be published. Required fields are marked *

20 − 9 =