ଆଜିଠୁ ରାଜ୍ୟରେ ପୁଣି କୋଭିଡ ଟିକାକରଣ

ଆଜିଠୁ ପୁଣି ରାଜ୍ୟରେ ଆରମ୍ଭ ହେବ କୋଭିଡ ଟିକାକରଣ ମିଳିବ କୋଭିସିଲଡ୍ଟିକା ଏଥିପାଇଁ କୋଭିସିଲଡ ଟିକା ଲକ୍ଷ ଡୋଜ ଆସିଛି ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ପୁରୁଣା ଗାଇଡ଼ଲାଇନ ଅନୁସାରେ ଟିକାକରଣ ହେବ

ଯେଉଁମାନେ ଦ୍ୱିତୀୟ ବା ବୁଷ୍ଟର ଡୋଜ ନେଇନାହାନ୍ତି ସେମାନଙ୍କୁ ଟିକା ନେବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ସମ୍ଭାବ୍ୟ ସଂକ୍ରମଣ ବଢ଼ିବା ଆଶା କରାଯାଉଥିବା ବେଳେ ଏବେ ଯେଉଁମାନେ ଦ୍ୱିତୀୟ ବୁଷ୍ଟର ନେଇ ନାହାନ୍ତି ସେମାନେ ନିଅନ୍ତୁ ବର୍ତ୍ତମାନ ସୁଦ୍ଧା ମାତ୍ର ୪୦ ପ୍ରତିଶତ ଲୋକ ନେଇଛନ୍ତି ବୁଷ୍ଟର ଡୋଜ

ଯେଉଁମାନେ ୨ୟ ଡୋଜ କିମ୍ବା ବୁଷ୍ଟର ଡୋଜ ନେଇ ନାହାନ୍ତି ସେମାନେ ନେଇ ପାରିବେ ସରକାରୀ ହସ୍ପିଟାଲ ଗୁଡିକରେ ଦିଆଯିବ ଟିକା ଉଭୟ ଅନଲାଇନ ଅଫଲାଇନ ମାଧ୍ୟମରେ ପଞ୍ଜିକରଣ କରି ଟିକା ନେଇ ପାରିବେ। ଭୁବନେଶ୍ବରରେ ପୂର୍ବ ପରି ଯେଉଁ ଯେଉଁ ସେଣ୍ଟର ଗୁଡିକ ମଧ୍ୟ ରହିଥିଲା ସେଠି ମଧ୍ୟ ଟିକା ଦିଆଯିବ

Share

Leave a Reply

Your email address will not be published. Required fields are marked *

5 + 3 =