ଆଜି ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୩.୩୦ ମିନିଟରେ ସାଢେ ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ ।

Share

Leave a Reply

Your email address will not be published. Required fields are marked *

seventeen − 6 =