ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଆଜି ରାଜ୍ୟ କ୍ୟାବିନେଟ ବୈଠକ ବସିବ । ଦିନ ୧ଟା ୩୦ ମିନିଟରେ ବସିବ କ୍ୟାବିନେଟ ବୈଠକ । ଏଥିରେ ପ୍ରାୟ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତରେ ଥିବାରୁ ସେଠାରୁ ଭର୍ଚୁଆଲ ମୋଡରେ ବୈଠକରେ ଅଧ୍ୟକ୍ଷତା କରିବେ । ଏହି ବୈଠକରେ ରାଜ୍ୟରେ ପୁଞ୍ଜିନିବେଶ ନେଇ କିଛି କମ୍ପାନୀର ଆବେଦନକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

one × 4 =