ଆଜି ୬ହଜାର ୧୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ ସଂକ୍ରମଣରୁ ୨୬୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଅନୁଗୋଳ ଜିଲ୍ଲାରୁ ୩୩୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮୬, ବରଗଡ଼ରୁ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, ଦେବଗଡ଼ରୁ ୨୪, ଢେଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଞ୍ଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡ଼ାରୁ ୪୧, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୭୬, କେନ୍ଦ୍ରାପଡ଼ାରୁ ୨୧୮, କେନ୍ଦୁଝରରୁ ୧୨୦, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫, ମୟୂରଭଞ୍ଜରୁ ୩୩୩, ନବରଙ୍ଗପୁରରୁ ୧୫୧, ନୟାଗଡ଼ରୁ ୧୯୧, ନୂଆପଡ଼ାରୁ ୨୩, ପୁରୀରୁ ୩୨୪, ରାୟଗଡ଼ାରୁ ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୧୫୭ ଜଣ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

three × five =