ଆସିଲା ରାଇମୋହନ ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଆସିଲା ରାଇମୋହନ ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ । କମିଶନରେଟ ପୋଲିସର ହସ୍ତଗତ ହେଲା ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ଯୋଗୁଁ ରାଇମୋହନଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି । ଗଳାରେ ରଶି ଲଗାଇବା କାରଣରୁ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଛି । ଶରୀରରେ ଥିବା ସାମାନ୍ୟ କ୍ଷତ ମୃତ୍ୟୁ ପୂର୍ବର ହ୍ୟାଙ୍ଗିଙ୍ଗ୍ ଯୋଗୁଁ ହୋଇଛି । ପୋଷ୍ଟମର୍ଟମ ରିପୋର୍ଟ ସମ୍ପର୍କରେ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

4 × 3 =