ଏକ୍ସଆଇଏମ ଅଡିଟୋରିମର ଉଦଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଏକ୍ସଆଇଏମ ଅଡିଟୋରିମ ଆଜି ଉଦଘାଟିତ ହୋଇଛି। ଉଦଘାଟନୀ ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ ୟୁନିଭର୍ସିଟି କର୍ମକର୍ତ୍ତାଙ୍କୁ କାର୍ଯ୍ୟକ୍ରମ ପାଇଁ ଧନ୍ୟବାଦ କରିବା ସହ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଠାରେ ବିଭିନ୍ନ ସମ୍ମିଳନୀ, କାର୍ଯ୍ୟକ୍ରମ ହୋଇପାରିବ ଓ ଏହା ଓଡ଼ିଶାବାସୀଙ୍କ ପାଇଁ ଏକ ଭଲ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

17 + 19 =