ଓଡ଼ିଆ ଖେଳାଳିଙ୍କ ସମେତ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୨୮ରୁ ଆରମ୍ଭ ହେବାକୁ ଥିବା ପ୍ରୋ ଲିଗ୍ ହକି ପାଇଁ ଭାରତୀୟ ଦଳରେ ଅମିତ ରୋହିଦାସ ଓ ନିଲମ ସଞ୍ଜୀବ ସେସ୍ ସ୍ଥାନ ପାଇଛନ୍ତି। ଏହି ଦୁଇ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ପ୍ରୋ ଲିଗ୍ ହକି ଟୁର୍ଣ୍ଣାମେଣ୍ଟ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Share

Leave a Reply

Your email address will not be published. Required fields are marked *

4 − 3 =