ଓଡିଶାକୁ ମିଳିବନି ସ୍ୱତନ୍ତ୍ର ପାହ୍ୟା: ନିର୍ମଳା ସୀତାରମଣ

ଓଡିଶାକୁ ମିଳିବନି ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା । ପ୍ରେସମିଟରେ ସ୍ପଷ୍ଟ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆଗାମୀ ଦିନରେ ଆଉ କୌଣସି ରାଜ୍ୟକୁ ସ୍ୱତନ୍ତ୍ର ପାହ୍ୟା ମିଳିବନି । ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି । ଆନ୍ଧ୍ର ବିଭାଜନ ଆଧାରରେ ତେଲେଙ୍ଗାନାକୁ ସ୍ୱତନ୍ତ୍ର ପାହ୍ୟା ମିଳିଛି ବୋଲି କହିଛନ୍ତି ନିର୍ମଳା ସୀତାରମଣ ।

Share

Leave a Reply

Your email address will not be published. Required fields are marked *

2 × five =