ତ୍ରିପୁରା ସୀମାରେ ଓଡ଼ିଆ ବିଏସଏଫ ଯବାନଙ୍କ ମୃତ୍ୟୁ

ତ୍ରିପୁରା ସୀମାରେ ଓଡ଼ିଆ ବିଏସଏଫ ଯବାନଙ୍କ ମୃତ୍ୟୁ । ମୃତକ ହେଲେ କଳାହାଣ୍ଡି କେସିଙ୍ଗାର ବ୍ଲକ ବେଲଖଣ୍ଡିର ଈଶ୍ୱର ଦୋରା । ଏନେଇ ତ୍ରିପୁରା ବିଏସଏଫ କମାଣ୍ଡାଣ୍ଟ ପକ୍ଷରୁ ଘରକୁ ଖବର ଆସିବା ପରେ କାନ୍ଦବୋବାଳିରେ ଫାଟିପଡୁଛି ଘର ।

ସେ ୨୦୦୯ମସିହାରେ ବିଏସଏଫ ଯବାନ ଭାବେ ଯୋଗ ଦେଇ ତ୍ରିପୁରାରେ କାର୍ଯ୍ୟରତ ଥିଲେ । ତେବେ ତାଙ୍କ ମୃତ୍ୟୁ କେମିତି ହେଲା ସେନେଇ କିଛି ସ୍ପଷ୍ଟ ହୋଇନି ।

Share

Leave a Reply

Your email address will not be published. Required fields are marked *

fourteen + 19 =