ପୁରୀରେ ଶ୍ରୀସେତୁ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କଲେ ୫-ଟି ସଚିବ

ଆଜି ସକାଳେ ପୁରୀରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଶ୍ରୀଜଗନ୍ନାଥ ବଲ୍ଳଭ ପାର୍କିଂ ଓ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନୟନମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀସେତୁ ଏକ ପ୍ରମୁଖ ପ୍ରକଳ୍ପ । ଏହି କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ୫-ଟି ସଚିବ। ଆସନ୍ତା ରଥଯାତ୍ରା ସୁଦ୍ଧା କାର୍ଯ୍ୟ ସାରିବାକୁ ଦେଇଛନ୍ତି ନିର୍ଦେଶ । ଅନୁଧ୍ୟାନ ସମୟରେ ପୁରୀ ଜିଲ୍ଲାପାଳ ଓ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

4 − 4 =