ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ୱତ ସାଧିକା ନନ୍ଦିନୀ ଶତପଥୀଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟ ଜଗତରେ ନିଜ ସୃଜନସୃଷ୍ଟି ସହ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟର ପ୍ରଗତି ତଥା ଜନକଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ନିଜ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

2 × four =