ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ

ରାଜ୍ୟରେ ପ୍ରକାଶ ପାଇଲା OSSTET-୨ର ପରୀକ୍ଷା ଫଳ । ଚଳିତବର୍ଷ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ୩୮ହଜାର ୪୧୧ଜଣ ପରୀକ୍ଷାର୍ଥୀ । OSSTET ସଫଳତା ହାର ୫୮ଦଶମିକ ୯୯ପ୍ରତିଶତ ରହିଛି । ପେପର- ଓ୍ୱାନ ଓ ପେପର-୨ରେ ମୋଟ୍ ୬୫ହଜାର ୧୦୬ଜଣ  ପରୀକ୍ଷା  ଦେଇଥିଲେ । www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ।

Share

Leave a Reply

Your email address will not be published. Required fields are marked *

4 × 5 =