ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବ୍ରଜରାଜନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ ।

ତେବେ ଆସନ୍ତା ୩୧ ତାରିଖରେ ବ୍ରଜରାଜନଗରରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଜୋରସାରରେ ଚାଲିଛି ପ୍ରଚାର । ସବୁ ଦଳ ନିଜ ନିଜର ଷ୍ଟାର କ୍ୟାମ୍ପେନଙ୍କୁ ପ୍ରଚାର ମୈଦାନକୁ ଓହ୍ଲାଇ ସାରିଲେଣି । ଏହି ପ୍ରରିପେକ୍ଷୀରେ ଆସନ୍ତାକାଲି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ବ୍ରଜରାଜନଗରରେ ମାରାଥନ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସଭା ଓ ଶୋଭାଯାତ୍ରା ମାଧ୍ୟମରେ ଭୋଟରଙ୍କୁ ମାଗିବେ ଭୋଟ୍ ।

Share

Leave a Reply

Your email address will not be published. Required fields are marked *

twenty − 13 =