ପ୍ରଦୀପ ଜେନା ହେବେ ମୁଖ୍ୟ ଶାସନ ସଚିବ

୧୯୮୯ ବ୍ୟାଚର ଆଇଏଏସ ଅଫିସର ପ୍ରଦୀପ ଜେନା । ପ୍ରଦୀପ ଜେନା ହେଲେ ନୂଆ ମୁଖ୍ୟ ଶାସନ ସଚିବ । ମାର୍ଚ୍ଚ ୧ ତାରିଖରୁ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା ।ବର୍ତ୍ତମାନ ଏସଆରସି ଦାୟିତ୍ୱରେ ଅଛନ୍ତି ପ୍ରଦୀପ ଜେନା । ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଥିବା ବେଳେ ଏହା ପୂର୍ବରୁ ନୂଆ ସିଏସଙ୍କ ନାମ ପ୍ରକାଶ ପାଇଛି । ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Share

Leave a Reply

Your email address will not be published. Required fields are marked *

ten − one =