ବର୍ଷକ ମଧ୍ୟରେ ପଦ୍ମପୁର ଜିଲ୍ଲା ଭାବରେ ଘୋଷଣା ହେବ: ମୁଖ୍ୟମନ୍ତ୍ରୀ

ପଦ୍ମପୁର ପହଞ୍ଚିସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ଝାରବନ୍ଧ ସଭାସ୍ଥଳରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ବର୍ଷକ ମଧ୍ୟରେ ପଦ୍ମପୁର ଜିଲ୍ଲା ଭାବରେ ଘୋଷଣା ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ପ୍ରକଳ୍ପ ନେଇ ମଧ୍ୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

three × one =