ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋ କହିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

1 × two =