ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀ ସମୟରେ ଅପୂର୍ବ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ନେଇ ମୂଲ୍ୟବାନ ଜୀବନ ବଞ୍ଚାଇବାଥିବା ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଗୁଣାତ୍ମକ ଓ ସୁଲଭ ସ୍ୱାସ୍ଥ୍ୟ ସେବା ଯୋଗାଇ ସୁସ୍ଥ ଓଡିଶା, ସୁଖୀ ଓଡିଶାର ଲକ୍ଷ୍ୟ ପୂରଣ ପାଇଁ ତାଙ୍କ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

3 × 3 =