ଭୁବନେଶ୍ଵରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ, ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡର ଅଭିବାଦନ ଗ୍ରହଣ କଲେ ରାଜ୍ୟପାଳ

ଆଜି ସବୁଆଡେ ସାଧାରଣତନ୍ତ୍ର ଦିବସର ଉଲ୍ଲାସ । ଭୁବନେଶ୍ଵରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ମହାତ୍ମା ଗାନ୍ଧି ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡର ଅଭିବାଦନ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ସାମିଲ ହୋଇଛନ୍ତି। ପରେଡ ପରେ ବିଭିନ୍ନ ସଂଗଠନ ପକ୍ଷରୁ ଡେୟାର ଡେଭିଲ ସୋ ଓ କ କୌଶଳ ପ୍ରଦର୍ଶନ କରାଯାଇଥିଲା।

Share

Leave a Reply

Your email address will not be published. Required fields are marked *

thirteen − 6 =