ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଷ୍ଟ୍ରପତି ନିର୍ବାଚନ ପାଇଁ ସକାଳ ୧୦ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ରାଜ୍ୟ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟ ଗ୍ରହଣ କେନ୍ଦ୍ର ହୋଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭୋଟ ଦେଇଛନ୍ତି। ଭୋଟ ଗ୍ରହଣ ସମୟ ଆରମ୍ଭ ହେବା ପରେ ପରେ ମୁଖ୍ୟମନ୍ତ୍ରୀ ଭୋଟ ଦେଇଥିଲେ।

Share

Leave a Reply

Your email address will not be published. Required fields are marked *

twelve − 6 =