ମେ’ ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସଜେଇ ହେଉଛି ରାଷ୍ଟ୍ରପତିଙ୍କ ଗାଁ । ମେ ୪ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଜନ୍ମମାଟି ରାଇରଙ୍ଗପୁରରେ ଆରମ୍ଭ ହୋଇଯାଇଛି ସ୍ୱତନ୍ତ୍ର ପ୍ରସ୍ତୁତି । ନୂଆ ରୂପ ପାଉଛି ଗାଁ ।

ସେହିପରି ରାଇରଙ୍ଗପୁରବାସୀଙ୍କ ମଧ୍ୟରେ ଉତ୍ସାହ ମଧ୍ୟ ଅନୁରୂପ ଭାବରେ ବଢିବାରେ ଲାଗିଛି । ଯଦିଓ ରାଷ୍ଟ୍ରପତି ହେବା ପରେ ଏହା ଦୌପ୍ରଦୀ ମୁର୍ମୁଙ୍କର ତୃତୀୟ ଓଡିଶା ଗସ୍ତ । ନିଜ ଜନ୍ମମାଟିକୁ କିନ୍ତୁ ଏହା ପ୍ରଥମ ଗସ୍ତ । ଯାହାକୁ ନେଇ ଛୋଟପିଲାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି ।

Share

Leave a Reply

Your email address will not be published. Required fields are marked *

fourteen − twelve =