ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଥିଲା ବେଳେ ଆଜି ତୃତୀୟ ସମନ୍ୱୟ କମିଟି ବୈଠକ ବସୁଛି । ପୁରୀ ଟାଉନ୍ ହଲରେ ଦିନ ୧୧ଟାରେ ବୈଠକ ଆରମ୍ଭ ହେବ । ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ । ଭର୍ଚୁଆଲରେ ସ୍ୱାସ୍ଥ୍ୟ, ଗମନାଗମନ, ରାସ୍ତାଘାଟ, ରଥ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ବରିଷ୍ଠ ପୋଲିସ ଅଧିକାରୀ ଆଜିର ବୈଠକରେ ଯୋଗଦେବେ ।

Share

Leave a Reply

Your email address will not be published. Required fields are marked *

20 + fifteen =