ଶ୍ରୀମନ୍ଦିରକୁ ନେଇ ବିଧାନସଭାରେ ବିବୃତ୍ତି ରଖିଲେ ମନ୍ତ୍ରୀ

ଶ୍ରୀମନ୍ଦିରକୁ ନେଇ ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ । ଶ୍ରୀମନ୍ଦିର ପ୍ରତି ଯେଉଁ ବିପଦ ଆଶଙ୍କା କରାଯାଉଛି ସେମିତି କିଛି ବିପଦ ନାହିଁ । ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଛି । ମନ୍ଦିରକୁ ନେଇ କୌଣସି ବିପଦ ନାହିଁ । ମର୍ଚ୍ଚ ୩୧ ତାରିଖରେ ବିଧାନସଭାର ଯେଉଁ  ବିଭିନ୍ନ କମିଟି ଗଠନ ହେବ ସେହି ସମୟରେ ଶ୍ରୀ ମନ୍ଦିର ବିବାଦ ନେଇ ଏକ କିମିଟି ଗଠନ କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି । ୨୭ ଫେବ୍ରୁଆରୀ ୨୦୨୧ରେ ସର୍ବ ସମ୍ମତି କ୍ରମେ ସଂକଳ୍ପ ପ୍ରସ୍ତାଵ ପାରିତ ହୋଇଥିଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଗୃହରେ ଉତ୍ତର ରଖିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

Share

Leave a Reply

Your email address will not be published. Required fields are marked *

5 × 4 =