ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ ୬୨୬ ଜଣ ସଙ୍ଗରୋଧରୁ ଜଣାପଡିଥିବାବେଳେ ୪୫୨ ଜଣ ସ୍ଥାନୀୟ ସଂକ୍ରମଣରୁ ରହିଛନ୍ତି ।ନୂଆ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୪୭, ଦେବଗଡରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫୮, ଯାଜପୁରରୁ ୫୮, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬, କେନ୍ଦ୍ରାପଡାରୁ ୫୧, କେଉଁଝରରୁ ୧୨, ଖୋର୍ଦ୍ଧାରୁ ୩୭୨, ମାଲକାନଗିରିରୁ ୫, ମୟୁରଭଞ୍ଜରୁ ୩୫ଜଣ ଚିହ୍ନଟ ହୋଇଛନ୍ତି ।

ନବରଙ୍ଗପୁରରୁ ଜଣେ, ନୟାଗଡରୁ ୨୬ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡରୁ ୬ ଜଣ, ଷ୍ଟେଟ ପୁଲରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର‌୍ୟ୍ୟନ୍ତ ସମୁଦାୟ ୧୬୭୫୨୪୮୮ଟି ଟେଷ୍ଟ ହୋଇଥିବାବେଳେ ରାଜ୍ୟରେ ସମୁଦାୟ ୯ ଲକ୍ଷ ୯୦ ହଜାର ୭୫ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ ଜ୍ଝ ଏମାନଙ୍କ ମଧ୍ୟରୁ ୯ ଲକ୍ଷ ୭୨ ହଜାର ୭୧୦ ଜଣ ସୁସ୍ଥ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen − 6 =