ରାଜ୍ୟରେ ଆଉ ୧୧ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି ।

Share

Leave a Reply

Your email address will not be published. Required fields are marked *

fifteen − nine =