ହୀରାକୁଦରେ ଖୋଲିଲା ୧୪ଟି ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଖୋଲିଛି ଆଉ ୪ ଗେଟ୍ । ବର୍ତମାନ ହୀରାକୁଦରୁ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଉଥିବାରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏହି ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ହୋଇଥିବାବେଳେ ଏବେ ଜଳପତ୍ତନ ରହିଛି ୬୨୯.୯ ଫୁଟ । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୦ ହଜାର ୨୫୧ ଘନଫୁଟ ଜଳ ପ୍ରବେଶ କରୁଥିବା ସୂଚନା ମିଳୁଛି।

Share

Leave a Reply

Your email address will not be published. Required fields are marked *

seventeen − eleven =