+୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର()  ଆଜି  +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ।  ଚଳିତ ବର୍ଷ ୭୦.୨୧ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ।  ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ  ସମୀର ରଞ୍ଜନ ଦାସ ଦେଇଛନ୍ତି । ଚଳିତ ବର୍ଷ ପରୀକ୍ଷାରେ ମୋଟ ୯୭,୩୭୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।  ସେଥିମଧ୍ୟରୁ ମୋଟ ୬୮, ୩୭୪ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

two + 8 =