ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର () ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପରୀକ୍ଷାଫଳ ଘୋଷଣା କରିଛନ୍ତି ।

ଛାତ୍ରଛାତ୍ରୀମାନେ orissaresults.nic.in, www.chseodisha.nic.in, examresults.net ୱେବସାଇଟ୍ ରେ ଫଳ ଦେଖିପାରିବେ ।

ମାର୍ଚ୍ଚ ୩ରୁ ୧୧୪୩ କେନ୍ଦ୍ରରେ ଆରମ୍ଭ ହୋଇଥିଲା ପରୀକ୍ଷା । ପ୍ରାୟ ୨୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

4 × 1 =