ଦିନକ ପରେ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ବର() ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । କୋଭିଡ୍‌ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଥିଲା ।

ଗତ ମାସ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ୧୯ ତାରିଖରେ ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା ।

Share

Leave a Reply

Your email address will not be published. Required fields are marked *

16 − seven =