ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ରେଜଲ୍ଟ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଆଜି ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । orissaresult.nic.in ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ । ତେବେ ଚଳିତବର୍ଷ ରେଜଲ୍ଟ କଣ ହେଉଛି ତାଉପରେ ରହିଛି ସମସ୍ତଙ୍କ ନଜର ।

Share

Leave a Reply

Your email address will not be published. Required fields are marked *

4 × three =