ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର: ପ୍ରକାଶ ପାଇଛି +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । କଳାରେ ରେଗୁଲାର ପାସ ହାର ୯୮.୫୮% ରହିଛି । ୧ ଲକ୍ଷ ୮୯ ହଜାର ୩୬୩ ପରୀକ୍ଷାଥୀଙ୍କ ମଧ୍ୟରୁ ୧ ଲକ୍ଷ ୮୬ ହଜାର ୬୮୫ ଜଣ ପାସ କରିଛନ୍ତି । ରେଗୁଲାର ପ୍ରଥମ ଶ୍ରେଣୀରେ ୩୦ ହଜାର ୫୧୦ ଜଣ ପାସ୍ କରିଛନ୍ତି । ରେଗୁଲାର ଦ୍ୱିତୀୟ ଶ୍ରେଣୀରେ ୪୬ ହଜାର ୧୦୧ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ରେଗୁଲାର ପ୍ରଥମ ଶ୍ରେଣୀରେ ୩୦ ହଜାର ୫୧୦ ପାସ୍ କରିଛନ୍ତି । ୯୦% ଉପରକୁ ୯୫ ଜଣ ପରୀକ୍ଷାର୍ଥୀ ନମ୍ବର ରଖିଛନ୍ତି । କଳା ରେଜଲ୍ଟରେ ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ ।

Share

Leave a Reply

Your email address will not be published. Required fields are marked *

3 × five =