୨୧ରେ ପ୍ରକାଶ ପାଇବ +୨ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ବର()  ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ କଳାରେ ୨ ଲକ୍ଷ ୩୫ ହଜାର ୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଓ୍ବେବସାଇଟ୍ orissaresults.nic.in ଏବଂ chseodisha.nic.in ରେ ରେଜଲ୍ଟ ଉପଲବ୍ଧ ହେବ ।

Share

Leave a Reply

Your email address will not be published. Required fields are marked *

nineteen − 19 =