ଜୁନ୍ ୩ରେ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ବର()  ଜୁନ୍ ୩ରେ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ । ଦିନ ୧୨ଟା ବେଳେ ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନ ରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ପରୀକ୍ଷାର୍ଥୀମାନେ www.chseodisha.nic.in ଓ http://orissaresults.nic.in ୱେବ୍ସାଇଟ୍ରେ ସେମାନଙ୍କ ପରୀକ୍ଷା ଫଳ ଦେଖିପାରିବେ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଏଥର ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ମାର୍ଚ୍ଚ ୭ ତାରିଖରୁ ଆରମ୍ଭ ହୋଇଥିଲା। ଏହା ମାର୍ଚ୍ଚ ୩୦ ତାରିଖ ପର୍ୟ୍ୟନ୍ତ ଚାଲିଥିଲା। ତେବେ ବାଣିଜ୍ୟ ଓ କଳା ପରୀକ୍ଷା ଫଳାଫଳ କେବେ ବାହାରିବ, ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ।

Share

Leave a Reply

Your email address will not be published. Required fields are marked *

19 − 15 =