୨୫ ତାରିଖରୁ ଯୁକ୍ତ ୨ ଛାତ୍ର ଛାତ୍ରୀଙ୍କୁ ମିଳିବ ଆଡମିଟ୍ କାର୍ଡ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ଯୁକ୍ତ ଦୁଇ ପ୍ରାକ୍ଟିକାଲ ରେକର୍ଡ ସଂଗ୍ରହ ଓ ଆଡମିଟ କାର୍ଡ ପ୍ରଦାନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ଆସନ୍ତା ୨୫ ତାରିଖରୁ ଝଇଗଝ ୱେବସାଇଟରୁ ଛାତ୍ରଛାତ୍ରୀମାନେ ଆଡମିଟ୍ କାର୍ଡ ଡାଉନ୍ଲୋଡ କରିପାରିବେ । ଯଦି କରିନପାରିବେ, ନିଜ ନିଜ କଲେଜରୁ ସଂଗ୍ରହ କରିବେ । ଏହି ସମୟରେ ଏସ୍ଓପି ମାନି ସାମ୍ସ ୱେବସାଇଟ୍ରୁ ଆଡମିଟ କାର୍ଡ ଡାଉନ୍ଲୋଡ କରିବା ପାଇଁ ପରାମର୍ଶ ଦିଆଯାଇଛି । କ୍ଟିକାଲ ରେକର୍ଡ ବା ପ୍ରୋଜେକ୍ଟ ରେକର୍ଡ ଦାଖଲ ବେଳେ ମଧ୍ୟ ଏସ୍ଓପି ମାନି କଲେଜ ଯିବେ ଛାତ୍ରଛାତ୍ରୀ ,ନିଜେ ନ ଯାଇ ପାରିଲେ ନିଜର ଆଇକାର୍ଡ ସହ ଅନ୍ୟ ଦ୍ୱାରା ପଠାଇ ପାରିବେ । ଆଡମିଟ୍ କାର୍ଡ ସଂଗ୍ରହ ଓ ପ୍ରାକ୍ଟିକାଲ ରେକର୍ଡ ଦାଖଲ ବେଳେ କୋଭିଡ ନିୟମ ମାନିବା ଜରୁରୀ ବୋଲି ଉଐଝଋ ପକ୍ଷରୁ କୁହାଯାଇଛି ।

Share

Leave a Reply

Your email address will not be published. Required fields are marked *

5 × one =