ଆସନ୍ତା ୨୫ରେ ହେବ ସାନି ମତଦାନ

ପ୍ରଥମ ଓ ଦ୍ୱିନୀୟ ପର୍ୟ୍ୟାୟରେ ବିଭିନ୍ନ କାରଣରୁ ବନ୍ଦ ହୋଇଥିବା ଏହି ୯ଟି ବୁଥରେ ସାନି ମତଦାନ ହେବା ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ଏନେଇ ନିର୍ଦ୍ଦେଶ ଦେଇଛନ୍ତି ସିଇଓ ସୁରେନ୍ଦ୍ର କୁମାର ।

ବୁଥ ଗୁଡିକ ମଧ୍ୟରେ ସୁନ୍ଦରଗଡର ୨ଟି, କନ୍ଧମାଳର ୨ଟି, ବରଗଡର ୪ଟି ଓ ଆସ୍କାର ଗୋଟିଏ ବୁଥ ରହିଛି । ଏହି ୯ଟି ବୁଥରୁ କିଛି ସ୍ଥାନରେ ସକାଳ ୭ରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଭୋଟଗ୍ରହଣ ହେବାକୁ ଥିବା ବେଳେ ଆଉ କିଛି ସ୍ଥାନରେ ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଭୋଟଗ୍ରହଣ କରାଯିବ ।

Share

Leave a Reply

Your email address will not be published. Required fields are marked *

3 + 12 =