୨୦୨୧-୨୨ ଚିଠା ବଜେଟ‌କୁ ମିଳିବ ଅନୁମୋଦନ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ । ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ସମୟରେ ତାହା ପୂର୍ବରୁ ୯ ତାରିଖ ଦିନ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୨୧-୨୨ ଚିଠା ବଜେଟ‌କୁ ଅନୁମୋଦନ ମିଳିବ ।ତେବେ ଆଜିର କ୍ୟାବିନେଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

8 + 8 =