ପ୍ରକାଶ ପାଇଲା +୩ କଟ୍ ଅଫ୍ ମାର୍କ

ଭୁବନେଶ୍ୱର() ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି +୩ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । ପ୍ରଥମ ପର୍ଯ୍ୟାୟରେ ୧,୫୮,୫୪୦ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି । ମୋଟ ୧୦୨୯ଟି ଶିକ୍ଷାନୁଷ୍ଠାନ ପାଇଁ ନାମଲେଖା ହେବ । ଆସନ୍ତା ୧ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ଅନଲାଇନରେ ଫି ଦାଖଲ କରିପାରିବେ । କାଲିଠୁ ଅକ୍ଟୋବର ୨ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ଅକ୍ଟୋବର ୮ରେ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଅଧିକାଂଶ ଅନର୍ସ ବିଷୟରେ ବିଜେବି କଲେଜ ଆଗରେ ରହିଛି । ଫିଜିକ୍ସ ୯୫%, କେମେଷ୍ଟ୍ରି ୯୪.୬%, ମ୍ୟାଥମେଟିକ୍ସ ୯୫.୨%, ବାଣିଜ୍ୟରେ ବି ୯୮.୬୭% ସହ ବିଜେବି ଆଗରେ ରହିଛି ।

Share

Leave a Reply

Your email address will not be published. Required fields are marked *

eight − 7 =