ଆଜି ରାଜ୍ୟରେ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନୟାଗଡ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୫୦କୁ ବୃଦ୍ଧିପାଇଛି।

Share

Leave a Reply

Your email address will not be published. Required fields are marked *

5 × five =