ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୁଣ୍ଡଳୀରେ ହାତୀ ଉଦ୍ଧାର ଅପରେସନ ବେଳେ ଓଡ୍ରାଫ ବୋଟ୍ ବୁଡିଯିବାରୁ ପ୍ରାଣ ହରାଇଥିବା ଟିଭି ନ୍ୟୁଜ ଚ୍ୟାନେଲ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । କାର୍ୟ୍ୟରତ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଏହି ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

11 + five =