ଆଜି ୫ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୮୦ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 2 =