ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ତେବେ ପ୍ରତିଦିନ ରାଜ୍ୟରେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। କଟକରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରେ ମଧ୍ୟ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧିପାଇଛି।

Share

Leave a Reply

Your email address will not be published. Required fields are marked *

16 − six =