ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୧, କଟକରୁ ୧୩, ସମ୍ବଲପୁରରୁ ୮, ବାଲେଶ୍ୱର ଓ ସୁନ୍ଦରଗଡରୁ ୬ ଲେଖାଏଁ, ବରଗଡ ଓ କେନ୍ଦୁଝରରୁ ୫ ଲେଖାଏଁ, ଝାରସୁଗୁଡା ୪ ଓ ଦେବଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

16 − sixteen =