୨୪ ଘଣ୍ଟାରେ ରାଜ୍ୟରେ ୬୯ ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁରରୁ ୧୩ ଲେଖାଏଁ, ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡାରୁ ୮ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ୱର , ଭଦ୍ରକ,ଢ଼ୋର୍ଦ୍ଧାରୁ ୩ ଲେଖାଏଁ, ନବରଙ୍ଗପୁର, ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ । ମୋଟ ମୃତ୍ୟୁ ସଂଖ୍ୟା ୭ ହଜାର ୩୫୮ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

18 − 15 =