ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୭ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱରରୁ ୨ ଲେଖାଏଁ, ଭଦ୍ରକ,କଟକ ଓ ଖୋର୍ଦ୍ଧାରୁ ୧ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

sixteen + 17 =