ରାଜଧାନୀରେ ଆଜି ୯୮୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ଆଜି ହଜାରେ ତଳେ ରହିଛି ସଂକ୍ରମଣ । ଆଜି ଗୋଟିଏ ଦିନରେ ୯୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନ ସେଣ୍ଟରରୁ ୧୬୬ ଜଣ ଚିହ୍ନଟ ହୋଇଥିବା ବେଳେ ୮୨୨ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୭୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

15 + eight =