ଅନୁଭବଙ୍କ ଆବେଦନର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦକୁ ନେଇ ସାମ୍ନାକୁ ଆସିଲା ନୂଆ ଘଟଣା । ଅନୁଭବ ମହାନ୍ତିଙ୍କ ଆବେଦନର ଅନ୍ତ ଘଟାଇଲେ ହାଇକୋର୍ଟ । ତ୍ୱରିତ୍ୱ ଶୁଣାଣି ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି । ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ତେବେ ଆଗାମୀ ଦିନରେ କଣ ହେବ ତାହା ଦେଖିବାକୁ ବାକି ରହିଲା । କହିରଖୁଛୁ କି, ଛାଡପତ୍ରକୁ ନେଇ ଉଭୟ ଷ୍ଟାର କପୁଲଙ୍କ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଛି ।

Share

Leave a Reply

Your email address will not be published. Required fields are marked *

2 × two =