କରୋନା ପାଇଁ ଅନୁଭବ ଦାନ କଲେ ୧ କୋଟି ୫ ଲକ୍ଷ ଟଙ୍କା

ଭୁବନେଶ୍ବର : କରୋନା ମୁକାବିଲା ପାଇଁ ସାଂସଦ ଅନୁଭବ ମହାନ୍ତି ୧ କୋଟି ୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। କେନ୍ଦ୍ରପଡା ଜିଲ୍ଲା ପାଇଁ ୭୫ ଲକ୍ଷର ଟଙ୍କା ଖର୍ଚ୍ଚ ହେବ । ସେହିପରି କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ଆସୁଥିବା କଟକ ଜିଲ୍ଲାର ନିର୍ବାଚନ ମଣ୍ଡଳୀ ପାଇଁ  ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ସେ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

7 + 8 =